୧ ତୀମଥି 6:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, Viz kapitolaପବିତ୍ର ବାଇବଲ (Re-edited) - (BSI)13 ସମସ୍ତଙ୍କ ଜୀବନଦାତା ଈଶ୍ଵରଙ୍କ ସାକ୍ଷାତରେ, ପୁଣି ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ ମୁଁ ତୁମ୍ଭକୁ ଆଦେଶ ଦେଉଅଛି, Viz kapitolaଓଡିଆ ବାଇବେଲ13 ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି, Viz kapitolaପବିତ୍ର ବାଇବଲ (CL) NT (BSI)13 ସମସ୍ତ ପ୍ରାଣୀଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ ଓ ପନ୍ତିଅସ୍ ପୀଲାତଙ୍କ ସମ୍ମୁଖରେ ଦୃଢ଼ ବିଶ୍ୱାସର ପରିଚୟ ଦେଇଥିବା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ତୁମକୁ ଆଦେଶ ଦେଇ କହୁଛି: Viz kapitolaପବିତ୍ର ବାଇବଲ13 ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ପନ୍ତିୟ ପୀଲାତଙ୍କ ଆଗରେ ଠିଆ ହୋଇଥିବା ବେଳେ ଖ୍ରୀଷ୍ଟ ଯୀଶୁ ସେହି ଏକା ମହାନ୍ ସତ୍ୟଟିକୁ ସ୍ୱୀକାର କରିଥିଲେ। ଏକମାତ୍ର ପରମେଶ୍ୱର ପ୍ରତ୍ୟେକ ବିଷୟକୁ ଜୀବନ ପ୍ରଦାନ କରନ୍ତି। Viz kapitola |