୧ ତୀମଥି 6:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ଉତ୍କୃଷ୍ଟ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି। Viz kapitolaଓଡିଆ ବାଇବେଲ19 ଏହି ପ୍ରକାର କଲେ ସେମାନେ ଭାବି ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)19 ତାହାହେଲେ, ଏହି ଅବିନଶ୍ୱର ଧନଭଣ୍ଡାର ସୃଷ୍ଟି କରି ନିଜର ଭବିଷ୍ୟତ ସଦ୍ଗତି ପାଇଁ ସେମାନେ ଦୃଢ଼ଭିତ୍ତି ସ୍ଥାପନ କରିବେ ଏବଂ ପରିଶେଷରେ ସେମାନେ ପ୍ରକୃତ ଜୀବନ ଲାଭ କରିବେ। Viz kapitolaପବିତ୍ର ବାଇବଲ19 ସେହିପରି କରି ସେମାନେ ସ୍ୱର୍ଗରେ ନିଜ ପାଇଁ ସମ୍ପତ୍ତି ଜମା ରଖିବେ। ସେହି ସମ୍ପତ୍ତି ହେଉଛି ଦୃଢ଼ ମୂଳଦୁଆ ଯାହା ଉପରେ ସେମାନଙ୍କର ଭବିଷ୍ୟତ୍ ଜୀବନ ଠିଆ ହୋଇପାରିବ। ତା'ହେଲେ ସେମାନେ ପ୍ରକୃତ ଜୀବନର ଅଧିକାରୀ ହୋଇ ପାରିବେ। Viz kapitola |