୧ ତୀମଥି 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଯେଉଁମାନେ ଈଶ୍ଵରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ନିତ୍ୟ ବିରୋଧ ଜନ୍ମେ। Viz kapitolaଓଡିଆ ବାଇବେଲ5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ । Viz kapitolaପବିତ୍ର ବାଇବଲ (CL) NT (BSI)5 ସେମାନେ ବିଚାରଶୂନ୍ୟ ହୋଇ ଅଯଥା ଯୁକ୍ତିତର୍କ ଦ୍ୱାରା ସତ୍ୟର ଅପଳାପ କରନ୍ତି। ଧର୍ମବିଶ୍ୱାସକୁ କେବଳ ଧନୀ ହେବାର ଏକ ପନ୍ଥା ବୋଲି ସେମାନେ ମନେ କରନ୍ତି। Viz kapitolaପବିତ୍ର ବାଇବଲ5 ତାହା ମନ୍ଦ ମନ ଥିବା ଲୋକମାନଙ୍କ ମାଧ୍ୟମରେ ସୀମାହୀନ ଯୁକ୍ତିତର୍କ ଆରମ୍ଭ କରେ। କୁତର୍କକୁ ମଧ୍ୟ ତାହା ଆମନ୍ତ୍ରିତ କରେ। ସେହି ଲୋକମାନେ ସତ୍ୟକୁ ହରାଇ ବସିଛନ୍ତି। ସେମାନେ ଭାବନ୍ତି ଯେ ପରମେଶ୍ୱରଙ୍କ ସେବା କରିବା ହେଉଛି ଧନୀ ହେବାର ଏକ ଉପାୟ। Viz kapitola |