2 ବଂଶାବଳୀ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ୍ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।” Viz kapitolaପବିତ୍ର ବାଇବଲ17 କିନ୍ତୁ ଇସ୍ରାଏଲରେ କେତେକ ଲୋକ ଥିଲେ, ଯେଉଁମାନେ କି ଯିହୁଦାର ସହରଗୁଡ଼ିକରେ ବାସ କରୁଥିଲେ। ଆଉ, ରିହବିୟାମ୍ ସେହି ଲୋକମାନଙ୍କ ଉପରେ ରାଜତ୍ୱ କଲେ। Viz kapitola |