Online Bible

- Reklamy -




2 ବଂଶାବଳୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।

Viz kapitola kopírovat

ଓଡିଆ ବାଇବେଲ

4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କର ସେବା କରିବୁ।”

Viz kapitola kopírovat

ପବିତ୍ର ବାଇବଲ

4 ତୁମ୍ଭର ପିତା ଆମ୍ଭମାନଙ୍କ ଜୀବନକୁ ଅସହ୍ୟ କରିଛନ୍ତି। ଆମ୍ଭମାନଙ୍କୁ ତାହା ଏକ ଅତ୍ୟନ୍ତ ଭାରୀ ବୋଝ ବୋହିଲା ପରି ଲାଗୁଅଛି। ସେହି ବୋଝକୁ ଆମ୍ଭମାନଙ୍କ ନିମନ୍ତେ ହାଲୁକା କରିଦିଅ, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବୁ।”

Viz kapitola kopírovat




2 ବଂଶାବଳୀ 10:4

Následuj nás:

Reklamy


Reklamy