2 ବଂଶାବଳୀ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ତେବେ ସେମାନେ ତାଙ୍କୁ କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ। Viz kapitolaଓଡିଆ ବାଇବେଲ7 ତେବେ ସେମାନେ ତାଙ୍କୁ କହିଲେ, “ଯେବେ ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହୋଇ ସେମାନଙ୍କୁ ସନ୍ତୁଷ୍ଟ କରିବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।” Viz kapitolaପବିତ୍ର ବାଇବଲ7 ବୃଦ୍ଧ ବ୍ୟକ୍ତିମାନେ ରିହବିୟାମଙ୍କୁ କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କ ପ୍ରତି ଦୟାଳୁ ହେବ ଓ ସେମାନଙ୍କୁ ସନ୍ତୁଷ୍ଟ କରିବ ଏବଂ ସେମାନଙ୍କୁ ମଧୁର କଥା କହିବ, ତେବେ ସେମାନେ ଚିରକାଳ ତୁମ୍ଭର ସେବା କରିବେ।” Viz kapitola |