2 ବଂଶାବଳୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ରିହବୀୟାମ୍ ରାଜା ସେହିସବୁର ପରିବର୍ତ୍ତରେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ଵାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ10 ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ10 ରାଜା ରିହବିୟାମ୍ ସେହି ସୁବର୍ଣ୍ଣ ଢାଲ ରଖିବା ସ୍ଥାନରେ ପିତ୍ତଳର ଢାଲମାନ ନିର୍ମାଣ କଲେ। ରାଜାଙ୍କ ଗୃହର ପ୍ରବେଶଦ୍ୱାରକୁ ଜଗିବା ନିମନ୍ତେ ନିଯୁକ୍ତ ହୋଇଥିବା ସେନାଧ୍ୟକ୍ଷମାନଙ୍କୁ ରିହବିୟାମ୍ ସେହି ପିତ୍ତଳ ଢାଲମାନ ଦେଲେ। Viz kapitola |