Online Bible

- Reklamy -




2 ବଂଶାବଳୀ 13:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ଵନି କଲେ।

Viz kapitola kopírovat

ଓଡିଆ ବାଇବେଲ

14 ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।

Viz kapitola kopírovat

ପବିତ୍ର ବାଇବଲ

14 ଅବିୟଙ୍କ ସୈନ୍ୟଦଳରେ ଥିବା ଯିହୁଦାର ସୈନ୍ୟଗଣ ଯେତେବେଳେ ଚତୁର୍ଦ୍ଦିଗକୁ ଗ୍ଭହିଁଲେ, ସେମାନେ ଦେଖିଲେ ଯେ, ଯାରବିୟା‌ମଙ୍କ ସୈନ୍ୟଦଳ ସମ୍ମୁଖରୁ ଓ ପଶ୍ଚାତ୍‌ରୁ ଉଭୟ ପାର୍ଶ୍ୱରୁ ଆକ୍ରମଣ କରୁଛନ୍ତି। ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ନିକଟରେ ପାଟି କରି ଡାକ ପକାଇଲେ ଓ ଯାଜକମାନେ ତୂରୀ ବଜାଇଲେ।

Viz kapitola kopírovat




2 ବଂଶାବଳୀ 13:14

Následuj nás:

Reklamy


Reklamy