2 ବଂଶାବଳୀ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ। Viz kapitolaଓଡିଆ ବାଇବେଲ19 ଏଉତ୍ତାରେ ଅବୀୟ ଯାରବୀୟାମ୍ଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ। Viz kapitolaପବିତ୍ର ବାଇବଲ19 ଅବିୟଙ୍କ ସୈନ୍ୟଦଳ ଯାରବିୟାମଙ୍କ ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ। ଅବିୟଙ୍କ ସୈନ୍ୟଦଳ ବୈଥଲ, ଯିଶାନା ଓ ଇଫ୍ରୋନ୍ ସହରଗୁଡ଼ିକ ଯାରବିୟାମଙ୍କଠାରୁ ଦଖଲ କରି ନେଲେ। ସେହି ସହର ଓ ସେହି ସହରଗୁଡ଼ିକର ନିକଟରେ ଥିବା କ୍ଷୁଦ୍ର ଗ୍ରାମଗୁଡ଼ିକୁ ମଧ୍ୟ ସେମାନେ ଅଧିକାର କରି ନେଲେ। Viz kapitola |