Online Bible

- Reklamy -




2 ବଂଶାବଳୀ 13:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଯେ ଲବଣ ନିୟମ ଦ୍ଵାର ଇସ୍ରାଏଲର ରାଜତ୍ଵ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?

Viz kapitola kopírovat

ଓଡିଆ ବାଇବେଲ

5 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ’ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ

5 ତୁମ୍ଭେମାନେ ଜାଣିବା ଉଚିତ୍ ଯେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଦାଉଦ ଓ ତାଙ୍କର ପୁତ୍ରମାନଙ୍କୁ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ଅଧିକାର ଦେଇଥିଲେ। ପରମେଶ୍ୱର ଦାଉଦଙ୍କୁ ଲବଣ ଚୁକ୍ତି ସହିତ ଏହି ଅଧିକାର ପ୍ରଦାନ କରିଥିଲେ।

Viz kapitola kopírovat




2 ବଂଶାବଳୀ 13:5

Následuj nás:

Reklamy


Reklamy