Online Bible

- Reklamy -




2 ବଂଶାବଳୀ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ମହାଲୋକାରଣ୍ୟ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍ ନିର୍ମିତ ସ୍ଵର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।

Viz kapitola kopírovat

ଓଡିଆ ବାଇବେଲ

8 ଆଉ, ଏବେ ତୁମ୍ଭେମାନେ ଦାଉଦ-ସନ୍ତାନଗଣର ହସ୍ତାଧୀନ ସଦାପ୍ରଭୁଙ୍କ ରାଜ୍ୟର ପ୍ରତିବାଧା କରିବାକୁ ମାନସ କରୁଅଛ; ପୁଣି ତୁମ୍ଭେମାନେ ଲୋକସମୂହ ଓ ତୁମ୍ଭମାନଙ୍କର ଦେବତା ହେବା ପାଇଁ ଯାରବୀୟାମ୍‍ ନିର୍ମିତ ସ୍ୱର୍ଣ୍ଣମୟ ଗୋବତ୍ସ ତୁମ୍ଭମାନଙ୍କ ସଙ୍ଗେ ଅଛି।

Viz kapitola kopírovat

ପବିତ୍ର ବାଇବଲ

8 “ବର୍ତ୍ତମାନ, ତୁମ୍ଭେମାନେ ସଦାପ୍ରଭୁଙ୍କ ରାଜତ୍ୱକୁ ପରାସ୍ତ କରିବା ନିମନ୍ତେ ସିଦ୍ଧାନ୍ତ ନେଇଅଛ ଯେଉଁ ରାଜ୍ୟ ଦାଉଦଙ୍କ ପୁତ୍ରମାନଙ୍କ ଦ୍ୱାରା ଶାସିତ ହେଉଅଛି। ତୁମ୍ଭମାନଙ୍କ ସହିତ ବହୁତ ସଂଖ୍ୟକ ଲୋକ ଅଛନ୍ତି ଓ ତୁମ୍ଭମାନଙ୍କ ନିକଟରେ ସେହି ସୁବର୍ଣ୍ଣ ବାଛୁରିଗୁଡ଼ିକ ଅଛି, ଯେଉଁ ‘ଦେବତାମାନଙ୍କୁ’ ଯାରବିୟାମ୍ ତୁମ୍ଭମାନଙ୍କ ନିମନ୍ତେ ନିର୍ମାଣ କରିଅଛିଏ।

Viz kapitola kopírovat




2 ବଂଶାବଳୀ 13:8

Následuj nás:

Reklamy


Reklamy