2 ବଂଶାବଳୀ 13:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରିନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ଵରମାନଙ୍କର ଯାଜକ ହୋଇପାରେ। Viz kapitolaଓଡିଆ ବାଇବେଲ9 ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ ? ଏଣୁ ଯେକେହି ଆପଣାର ପଦ-ନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ। Viz kapitolaପବିତ୍ର ବାଇବଲ9 ତୁମ୍ଭେମାନେ ହାରୋଣଙ୍କ ବଂଶଧର, ସଦାପ୍ରଭୁ ଯାଜକମାନଙ୍କୁ ବାହାର କରିଦେଲେ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ବାହାର କରିଦେଲ। ଏହା ପରେ ତୁମ୍ଭେମାନେ ନିଜେ ନିଜର ଯାଜକମାନଙ୍କୁ ବାଛିଲ, ଠିକ୍ ଯେପରି ପୃଥିବୀର ଅନ୍ୟ ଦେଶର ଲୋକମାନେ କରିଥା’ନ୍ତି। ଆଉ ବର୍ତ୍ତମାନ ଯେକୌଣସି ବ୍ୟକ୍ତି ଗୋଟିଏ ଅଳ୍ପବୟସ୍କ ବୃଷ ଓ ସାତୋଟି ମେଣ୍ଢା ଆଣି ଦେଲେ ଜଣେ ଯାଜକ ହୋଇ ପାରିବ। ଜଣେ ଯାଜକ ଯିଏ କି ‘ଅଣଦେବତାମାନଙ୍କର’ ସେବା କରିବ। Viz kapitola |