Online Bible

- Reklamy -




2 ବଂଶାବଳୀ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;

Viz kapitola kopírovat

ଓଡିଆ ବାଇବେଲ

3 କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;

Viz kapitola kopírovat

ପବିତ୍ର ବାଇବଲ

3 ଆସା ଉଚ୍ଚ ସ୍ଥାନରେ ଥିବା ବିଦେଶୀୟ ଯଜ୍ଞବେଦିକୁ ଉଠାଇ ଦେଲେ। ଆସା ଉଚ୍ଚସ୍ଥାନସବୁ ଦୂର କରିଦେଲେ ଓ ସ୍ମରଣାର୍ଥକ ପବିତ୍ର ପ୍ରସ୍ତରସବୁକୁ ଭାଙ୍ଗି ଚୂରମାର୍ କରିଦେଲେ। ଆଉ ଆସା ଆଶେରା ସ୍ତମ୍ଭ ସବୁକୁ ଭାଙ୍ଗି ଦେଲେ।

Viz kapitola kopírovat




2 ବଂଶାବଳୀ 14:3

Následuj nás:

Reklamy


Reklamy