2 ବଂଶାବଳୀ 15:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ Viz kapitolaଓଡିଆ ବାଇବେଲ11 ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ Viz kapitolaପବିତ୍ର ବାଇବଲ11 ସେହି ସମୟରେ ସେମାନେ 700 ବଳଦ, 7,000 ଛେଳି ଓ ମେଣ୍ଢା ସଦାପ୍ରଭୁଙ୍କ ନିକଟରେ ବଳିଦାନ ଦେଲେ। ଆସାଙ୍କ ସୈନ୍ୟମାନେ ସେହିସବୁ ପଶୁପଲ ଓ ଅନ୍ୟାନ୍ୟ ବହୁମୂଲ୍ୟ ପଦାର୍ଥ ସବୁକୁ ସେମାନଙ୍କର ଶତ୍ରୁଗଣଠାରୁ ଲୁଟି ନେଇଥିଲେ। Viz kapitola |