2 ବଂଶାବଳୀ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ, Viz kapitolaପବିତ୍ର ବାଇବଲ (Re-edited) - (BSI)12 ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କର ଅନ୍ଵେଷଣ କରିବାକୁ, Viz kapitolaଓଡିଆ ବାଇବେଲ12 ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ, Viz kapitolaପବିତ୍ର ବାଇବଲ12 ସେମାନେ ସେମାନଙ୍କର ସମସ୍ତ ହୃଦୟ ଓ ସମସ୍ତ ଆତ୍ମା ସହିତ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବେ ବୋଲି ଏକ ଚୁକ୍ତି କଲେ। ସେମାନଙ୍କର ପୂର୍ବପୁରୁଷମାନେ ସେହି ପରମେଶ୍ୱରଙ୍କର ହିଁ ସେବା ଆରାଧନା କରୁଥିଲେ। Viz kapitola |