Online Bible

- Reklamy -




2 ବଂଶାବଳୀ 15:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯେବେ ତୁମ୍ଭେମାନେ ତାହାଙ୍କ ଅନ୍ଵେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯେବେ ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।

Viz kapitola kopírovat

ଓଡିଆ ବାଇବେଲ

2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।

Viz kapitola kopírovat

ପବିତ୍ର ବାଇବଲ

2 ଅସରିୟ ଆସାଙ୍କୁ ସାକ୍ଷାତ କରିବାକୁ ଗଲେ। ଅସରିୟ କହିଲେ, “ଆସା ଓ ଯିହୁଦା ଏବଂ ବିନ୍ୟାମୀନର ଲୋକ ସମସ୍ତେ, ତୁମ୍ଭେମାନେ ମୋ’ କଥା ଶୁଣ। ତୁମ୍ଭେମାନେ ଯେତେବେଳେ ପରମେଶ୍ୱରଙ୍କ ସହିତ ଥିଲ, ସେ ତୁମ୍ଭମାନଙ୍କ ସହିତରେ ଥିଲେ। ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କୁ ଖୋଜିବ, ତେବେ ତୁମ୍ଭେମାନେ ତାହାଙ୍କୁ ପାଇବ। କିନ୍ତୁ ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।

Viz kapitola kopírovat




2 ବଂଶାବଳୀ 15:2

Následuj nás:

Reklamy


Reklamy