2 ବଂଶାବଳୀ 15:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ଵର ସର୍ବପ୍ରକାର ସଂକଟ ଦ୍ଵାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ। Viz kapitolaଓଡିଆ ବାଇବେଲ6 ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ। Viz kapitolaପବିତ୍ର ବାଇବଲ6 ଗୋଟିଏ ଦେଶ ଆଉ ଏକ ଦେଶକୁ ବିନାଶ କରୁଥିଲା ଓ ଗୋଟିଏ ନଗର ଆଉ ଗୋଟିଏ ନଗରକୁ ଧ୍ୱଂସ କରୁଥିଲା। ପରମେଶ୍ୱର ସେମାନଙ୍କ ପ୍ରତି ସବୁ ପ୍ରକାର ଦୁର୍ଦ୍ଦଶା ଘଟାଉ ଥିବାରୁ ଏହିପରି ଘଟୁଥିଲା। Viz kapitola |