2 ବଂଶାବଳୀ 16:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକି ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କର ଅଧିକାରର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitolaଓଡିଆ ବାଇବେଲ1 ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ। Viz kapitolaପବିତ୍ର ବାଇବଲ1 ଆସା ରାଜା ହେବାର ଛତିଶ୍ ତମ ବର୍ଷରେ, ବାଶା ଯିହୁଦା ଦେଶକୁ ଆକ୍ରମଣ କଲେ। ବାଶା ଇସ୍ରାଏଲର ରାଜା ଥିଲେ। ସେ ରାମା ସହରକୁ ଗଲେ ଓ ତାହାକୁ ଏକ ଦୁର୍ଗରେ ପରିଣତ କଲେ। ଯିହୁଦାର ରାଜା ଆସାଙ୍କ ନିକଟକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସ୍ଥଗିତ କରାଇବାର ଏକ ସ୍ଥାନରୂପେ ବାଶା ରାମା ସହରକୁ ବ୍ୟବହାର କଲେ। Viz kapitola |