2 ବଂଶାବଳୀ 16:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆସା ଆପଣା ଅଧିକାରର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ଵେଷଣ କଲେ। Viz kapitolaଓଡିଆ ବାଇବେଲ12 ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ। Viz kapitolaପବିତ୍ର ବାଇବଲ12 ଆସାଙ୍କ ରାଜତ୍ୱର ଅଣଗ୍ଭଳିଶତମ ବର୍ଷରେ ତାଙ୍କର ପାଦଦ୍ୱୟ ରୋଗଗ୍ରସ୍ତ ହୋଇ ପଡ଼ିଲା। ତାଙ୍କର ରୋଗ ଅତ୍ୟନ୍ତ ଭୟଙ୍କର ହୋଇ ପଡ଼ିଲା, କିନ୍ତୁ ସେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିଲେ ନାହିଁ। ଆସା ଡାକ୍ତରମାନଙ୍କର ସାହାଯ୍ୟ ଲୋଡ଼ିଲେ। Viz kapitola |