Online Bible

- Reklamy -




2 ବଂଶାବଳୀ 16:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ଵାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।

Viz kapitola kopírovat

ଓଡିଆ ବାଇବେଲ

6 ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।

Viz kapitola kopírovat

ପବିତ୍ର ବାଇବଲ

6 ଏହା ପରେ ରାଜା ଆସା ଯିହୁଦାର ସମସ୍ତ ଲୋକଙ୍କୁ ଏକତ୍ର ଡାକିଲେ। ସେମାନେ ରାମା ସହରକୁ ଗଲେ ଓ ବାଶା ଦୁର୍ଗ ନିର୍ମାଣ କରିବା ନିମନ୍ତେ ଯେଉଁ ପ୍ରସ୍ତର ଓ କାଷ୍ଠ ବ୍ୟବହାର କରୁଥିଲା, ତାହା ନେଇଗଲେ। ଆସା ଓ ଯିହୁଦାର ଲୋକମାନେ ଗେବା ଓ ମିସ୍ପା ସହରକୁ ଆହୁରି ଦୃଢ଼ କରିବା ନିମନ୍ତେ ସେହି ପ୍ରସ୍ତର ଓ କାଷ୍ଠଗୁଡ଼ିକୁ ବ୍ୟବହାର କଲେ।

Viz kapitola kopírovat




2 ବଂଶାବଳୀ 16:6

Následuj nás:

Reklamy


Reklamy