Online Bible

- Reklamy -




2 ବଂଶାବଳୀ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ଵେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;

Viz kapitola kopírovat

ଓଡିଆ ବାଇବେଲ

16 ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;

Viz kapitola kopírovat

ପବିତ୍ର ବାଇବଲ

16 ଅମସିୟ 200,000 ସୈନ୍ୟଙ୍କର ସେନାଧ୍ୟକ୍ଷ ଥିଲେ। ସିଖ୍ରିଙ୍କର ପୁତ୍ର ଅମସିୟ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ଶପଥ କରିଥିଲେ।

Viz kapitola kopírovat




2 ବଂଶାବଳୀ 17:16

Následuj nás:

Reklamy


Reklamy