Online Bible

- Reklamy -




2 ବଂଶାବଳୀ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀଦଳ ସ୍ଥାପନ କଲେ।

Viz kapitola kopírovat

ଓଡିଆ ବାଇବେଲ

2 ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ।

Viz kapitola kopírovat

ପବିତ୍ର ବାଇବଲ

2 ଯିହୁଦାର ଯେଉଁ ସହରଗୁଡ଼ିକ ଦୁର୍ଗମାନଙ୍କରେ ପରିଣତ ହୋଇଥିଲା, ସେ ସେଠାରେ ସୈନ୍ୟମାନଙ୍କୁ ସ୍ଥାପନ କଲେ। ଯିହୋଶାଫଟ୍ ତାଙ୍କର ପିତା ଆସା ଅଧିକାର କରିଥିବା ଯିହୁଦା ଓ ଇଫ୍ରୟିମର ସହରଗୁଡ଼ିକରେ ଦୁର୍ଗମାନ ନିର୍ମାଣ କଲେ।

Viz kapitola kopírovat




2 ବଂଶାବଳୀ 17:2

Následuj nás:

Reklamy


Reklamy