2 ବଂଶାବଳୀ 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ ଓ ନଥନୀୟ ଓ ସବଦୀୟ ଓ ଅସାହେଲ ଓ ଶମୀରାମୋତ୍ ଓ ଯିହୋନାଥନ୍ ଓ ଅଦୋନୀୟ ଓ ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ। Viz kapitolaଓଡିଆ ବାଇବେଲ8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ। Viz kapitolaପବିତ୍ର ବାଇବଲ8 ଯିହୋଶାଫଟ୍ ଏହି ନେତାମାନଙ୍କ ସହିତ ଲେବୀୟମାନଙ୍କୁ ମଧ୍ୟ ପଠାଇଲେ। ସେହି ଲେବୀୟମାନେ ଥିଲେ ଶମୟିୟ, ନଥନିୟ ସବ୍ଦିୟ, ଅସାହେଲ୍, ଶମୀରାମୋତ୍, ଯିହୋନାଥନ, ଅଦୋନିୟ, ଟୋବିୟ, ଟୋବଦୋନିୟ, ଇଲୀଶାମା, ଯିହୋରାମ ଓ ଯାଜକମାନଙ୍କୁ ମଧ୍ୟ ପଠାଇଲେ। Viz kapitola |