2 ବଂଶାବଳୀ 18:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତହିଁରେ ସଦାପ୍ରଭୁ କହିଲେ, ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ? ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ। Viz kapitolaଓଡିଆ ବାଇବେଲ19 ତହିଁରେ ସଦାପ୍ରଭୁ କହିଲେ, “ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ ? ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ। Viz kapitolaପବିତ୍ର ବାଇବଲ19 ସଦାପ୍ରଭୁ କହିଲେ, ‘କିଏ ଇସ୍ରାଏଲର ରାଜା ଆହାବଙ୍କୁ ପ୍ରତାରଣା କରିବ, ସେଥିପାଇଁ ତାକୁ ରାମୋତ୍-ଗିଲିୟଦ୍ରେ ହତ୍ୟା କରାଯିବ?’ ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଠିଆ ହୋଇଥିବା ଭିନ୍ନ ଭିନ୍ନ ଲୋକମାନେ, ଭିନ୍ନ ଭିନ୍ନ କଥା କହିଲେ। କେତେକ ଗୋଟିଏ କଥା କହିଲେ ଓ ଆଉ କେତେକ ଆଉ କିଛି କହିଲେ। Viz kapitola |