2 ବଂଶାବଳୀ 18:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ତହିଁରେ ମୀଖାୟ କହିଲା, ଯେବେ ତୁମ୍ଭେ କୌଣସି ରୂପେ କୂଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ଵାରା କହି ନାହାନ୍ତି। ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ। Viz kapitolaଓଡିଆ ବାଇବେଲ27 ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି। ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।” Viz kapitolaପବିତ୍ର ବାଇବଲ27 ମୀଖାୟ ଉତ୍ତର ଦେଲେ, “ଯଦି ତୁମ୍ଭେ ଯୁଦ୍ଧରୁ ନିରାପଦରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ମାଧ୍ୟମରେ କହି ନାହାନ୍ତି। ସବୁ ଲୋକମାନେ, ମୋ’ କଥା ଶୁଣ।” Viz kapitola |