2 ବଂଶାବଳୀ 18:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitolaଓଡିଆ ବାଇବେଲ34 ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ। Viz kapitolaପବିତ୍ର ବାଇବଲ34 ଦିନ ତମାମ ଯୁଦ୍ଧ ଗ୍ଭଲିଲା। ଇସ୍ରାଏଲର ରାଜା ଅରାମୀୟମାନଙ୍କୁ ଗ୍ଭହିଁ ସନ୍ଧ୍ୟା ପର୍ଯ୍ୟନ୍ତ ତାଙ୍କ ରଥ ଉପରେ ଛିଡ଼ା ହୋଇ ରହିଲେ। ତା'ପରେ ସୂର୍ଯ୍ୟାସ୍ତ ସମୟରେ ସେ ମୃତ୍ୟୁବରଣ କଲେ। Viz kapitola |