Online Bible

- Reklamy -




2 ବଂଶାବଳୀ 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; “ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କʼଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷା; ହେବି? ତହିଁରେ ସେମାନେ କହିଲେ, ଯାଉନ୍ତୁ, କାରଣ ପରମେଶ୍ଵର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

5 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କ’ଣ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ? ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ

5 ତେଣୁ ଇସ୍ରାଏଲର ରାଜା ସମସ୍ତ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ଏକତ୍ର କଲେ, ସେମାନେ 400 ଜଣ ଥିଲେ। ଆହାବ ସେମାନଙ୍କୁ କହିଲେ, “ଆମ୍ଭେମାନେ ରାମୋତ୍-ଗିଲିୟଦ୍ ସହରକୁ ଯୁଦ୍ଧ କରିବାକୁ ଯିବା, ନା ନାହିଁ?” ଭବିଷ୍ୟ‌ଦ୍‌ବକ୍ତାମାନେ କହିଲେ, “ଯାଅ, କାରଣ ପରମେଶ୍ୱର ରାମୋତ୍-ଗିଲିୟ‌ଦ୍‌କୁ ରାଜାଙ୍କୁ ଦେବେ।”

Viz kapitola kopírovat




2 ବଂଶାବଳୀ 18:5

Následuj nás:

Reklamy


Reklamy