Online Bible

- Reklamy -




2 ବଂଶାବଳୀ 19:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରିଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍‍ଭାବ ପ୍ରକାଶ ପାଇଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ଵରଙ୍କର ଅନ୍ଵେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍ଭାବ ପ୍ରକାଶ ପାଇଅଛି।

Viz kapitola kopírovat

ଓଡିଆ ବାଇବେଲ

3 ତଥାପି ତୁମ୍ଭେ ଯେ ଦେଶରୁ ଆଶେରା ମୂର୍ତ୍ତି ଦୂର କରି ଦେଇଅଛ ଓ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବେଶ କରିଅଛ, ଏଥିରେ ତୁମ୍ଭଠାରେ କୌଣସି କୌଣସି ସଦ୍‍ଭାବ ପ୍ରକାଶ ପାଇଅଛି।”

Viz kapitola kopírovat

ପବିତ୍ର ବାଇବଲ

3 କିନ୍ତୁ ତୁମ୍ଭେ ଜୀବନରେ କେତେକ ଉତ୍ତମ ବିଷୟ କରିଅଛ। ତୁମ୍ଭେ ଏହି ଦେଶରୁ ଆଶେରା ସ୍ତମ୍ଭଗୁଡ଼ିକୁ ଧ୍ୱଂସ କରି ଦେଇଅଛ ଓ ତୁମ୍ଭେ ପରମେଶ୍ୱରଙ୍କର ଅନୁଗମନ କରିବା ନିମନ୍ତେ ତୁମ୍ଭ ଅନ୍ତରରେ ସିଦ୍ଧାନ୍ତ ନେଇଅଛ।”

Viz kapitola kopírovat




2 ବଂଶାବଳୀ 19:3

Následuj nás:

Reklamy


Reklamy