2 ବଂଶାବଳୀ 19:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ। Viz kapitolaଓଡିଆ ବାଇବେଲ8 ଆହୁରି, ଯିହୋଶାଫଟ୍ ଯିରୂଶାଲମରେ ସଦାପ୍ରଭୁଙ୍କ ପକ୍ଷରେ ବିଚାର ଓ ବିବାଦ ଭଞ୍ଜନ କରିବା ନିମନ୍ତେ, ଲେବୀୟମାନଙ୍କ ଓ ଯାଜକମାନଙ୍କ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କ ମଧ୍ୟରୁ ଲୋକ ନିଯୁକ୍ତ କଲେ। ତହୁଁ ସେମାନେ ଯିରୂଶାଲମକୁ ଫେରିଗଲେ। Viz kapitolaପବିତ୍ର ବାଇବଲ8 ଯିରୁଶାଲମରେ ଯିହୋଶାଫଟ୍ କେତେକ ଲେବୀୟ, ଯାଜକ ଓ ଇସ୍ରାଏଲୀୟ ବଂଶର ନେତାମାନଙ୍କୁ ବିଗ୍ଭରକର୍ତ୍ତା ରୂପେ ମନୋନୀତ କଲେ। ଯିରୁଶାଲମର ଲୋକମାନଙ୍କର ସମସ୍ୟା ସମାଧାନ କରିବା ନିମନ୍ତେ ଏହି ଲୋକମାନଙ୍କୁ ସଦାପ୍ରଭୁଙ୍କ ନିୟମ ବ୍ୟବହାର କରିବାର ଥିଲା। Viz kapitola |