2 ବଂଶାବଳୀ 2:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହୂରମ୍ ଆହୁରି କହିଲା, “ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ହୂରମ୍ ଆହୁରି କହିଲା, ସ୍ଵର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି। Viz kapitolaଓଡିଆ ବାଇବେଲ12 ହୂରମ୍ ଆହୁରି କହିଲା, ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ ପୁତ୍ର ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ12 ହୂରମ୍ ଆହୁରି ମଧ୍ୟ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଶଂସା କର। ସେ ସ୍ୱର୍ଗ ଓ ମର୍ତ୍ତ୍ୟ ସୃଷ୍ଟି କଲେ। ସେ ରାଜା ଦାଉଦଙ୍କୁ ଏକ ଜ୍ଞାନୀ ପୁତ୍ର ଦେଲେ, ଜଣେ ପୁତ୍ର ଯାହାର ଜ୍ଞାନ ଓ ବୁଝାମଣା ଶକ୍ତି ଅଛି। ସେହି ପୁତ୍ର ସଦାପ୍ରଭୁଙ୍କ ନିମନ୍ତେ ଏକ ମନ୍ଦିର ଏବଂ ନିଜ ନିମନ୍ତେ ଏକ ରାଜକୀୟ ପ୍ରାସାଦ ନିର୍ମାଣ କରୁଛନ୍ତି। Viz kapitola |