2 ବଂଶାବଳୀ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଅନନ୍ତର ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ଶଲୋମନ ଆପଣା ପିତା ଦାଉଦଙ୍କର କୃତ ଗଣନା ଉତ୍ତାରେ ଇସ୍ରାଏଲ ଦେଶରେ ପ୍ରବାସକାରୀ ବିଦେଶୀ ସମସ୍ତଙ୍କୁ ଗଣନା କଲେ; ତହିଁରେ ଏକ ଲକ୍ଷ ତେପନ ହଜାର ଛଅ ଶହ ଲୋକ ମିଳିଲେ। Viz kapitolaପବିତ୍ର ବାଇବଲ17 ଏହା ପରେ ଇସ୍ରାଏଲ ଦେଶରେ ରହୁଥିବା ପ୍ରତ୍ୟେକ ବିଦେଶୀଙ୍କୁ ଶଲୋମନ ଗଣତି କଲେ। ଶଲୋମନଙ୍କର ପିତା ଦାଉଦ ଗଣନା କଲାପରେ ଏହା କରାଯାଇଥିଲା। ସେମାନେ ଦେଶରେ 153,600 ବିଦେଶୀଙ୍କୁ ପାଇଲେ। Viz kapitola |