Online Bible

- Reklamy -




2 ବଂଶାବଳୀ 20:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ମୋୟାବ-ସନ୍ତାନଗଣ ଓ ଅମ୍ମୋନ ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ

1 ପରେ ମୋୟାବୀୟ, ଅମ୍ମୋନୀୟ ଓ କେତେକ ଅମ୍ମୋନୀୟ ଲୋକ ଯିହୋଶାଫ‌ଟଙ୍କ ସହିତ ଯୁଦ୍ଧ କରିବାକୁ ଆସିଲେ।

Viz kapitola kopírovat




2 ବଂଶାବଳୀ 20:1

Následuj nás:

Reklamy


Reklamy