2 ବଂଶାବଳୀ 20:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaଓଡିଆ ବାଇବେଲ13 ଏଥିରେ ସମଗ୍ର ଯିହୁଦା ଆପଣାମାନଙ୍କ ଶିଶୁ, ଭାର୍ଯ୍ୟା ଓ ସନ୍ତାନସନ୍ତତି ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେଲେ। Viz kapitolaପବିତ୍ର ବାଇବଲ13 ଯିହୁଦାର ସମସ୍ତ ଲୋକ ସେମାନଙ୍କ ଶିଶୁ, ସ୍ତ୍ରୀ ଓ ସନ୍ତାନମାନଙ୍କୁ ନେଇ ସମ୍ମୁଖରେ ଠିଆ ହୋଇଥିଲେ। Viz kapitola |