Online Bible

- Reklamy -




2 ବଂଶାବଳୀ 20:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ‘ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସେ କହିଲେ, ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ଵରଙ୍କର।

Viz kapitola kopírovat

ଓଡିଆ ବାଇବେଲ

15 ତହୁଁ ସେ କହିଲେ, “ହେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀଗଣ, ତୁମ୍ଭେମାନେ, ଆଉ ହେ ମହାରାଜ ଯିହୋଶାଫଟ୍‍, ତୁମ୍ଭେ ଶୁଣ; ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି କଥା କହନ୍ତି, ଏହି ମହାଜନତା ସକାଶୁ ତୁମ୍ଭେମାନେ ଭୟ ନ କର, କି ନିରାଶ ନ ହୁଅ; କାରଣ ଏହି ଯୁଦ୍ଧ ତୁମ୍ଭମାନଙ୍କର ନୁହେଁ, ମାତ୍ର ପରମେଶ୍ୱରଙ୍କର।

Viz kapitola kopírovat

ପବିତ୍ର ବାଇବଲ

15 ଯିୟୟେଲ କହିଲେ, “ରାଜା ଯିହୋଶାଫଟ୍, ଯିହୁଦା ଏବଂ ଯିରୁଶାଲମର ସମସ୍ତ ଲୋକ ମୋ’ କଥା ଶୁଣ। ସଦାପ୍ରଭୁ ତୁମ୍ଭକୁ ଏହିକଥା କହନ୍ତି: ‘ଏହି ବୃହତ୍ ସୈନ୍ୟଦଳ ବିଷୟରେ ଭୀତ କିମ୍ବା ବିବ୍ରତ ହୁଅ ନାହିଁ, କାରଣ ଏହି ଯୁଦ୍ଧ ତୁମ୍ଭର ଯୁଦ୍ଧ ନୁହେଁ, ଏହା ପରମେଶ୍ୱରଙ୍କର ଯୁଦ୍ଧ ଅଟେ।

Viz kapitola kopírovat




2 ବଂଶାବଳୀ 20:15

Následuj nás:

Reklamy


Reklamy