2 ବଂଶାବଳୀ 20:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟି ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟୀ ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତଭାଗରେ ସେମାନଙ୍କୁ ପାଇବ। Viz kapitolaଓଡିଆ ବାଇବେଲ16 କାଲି ତୁମ୍ଭେମାନେ ସେମାନଙ୍କ ପ୍ରତିକୂଳରେ ଯାଅ; ଦେଖ, ସେମାନେ ସୀସ୍ ଘାଟୀ ଦେଇ ଆସୁଅଛନ୍ତି; ତୁମ୍ଭେମାନେ ଯିରୁୟେଲ୍ ପ୍ରାନ୍ତର ସମ୍ମୁଖସ୍ଥ ଉପତ୍ୟକାର ପ୍ରାନ୍ତ ଭାଗରେ ସେମାନଙ୍କୁ ପାଇବ। Viz kapitolaପବିତ୍ର ବାଇବଲ16 ଆସନ୍ତାକାଲି, ତୁମ୍ଭେମାନେ ସେଠାକୁ ଓହ୍ଲାଇ ଯାଅ ଓ ସେହି ଲୋକମାନଙ୍କ ସହିତ ଯୁଦ୍ଧ କର। ସେମାନେ ସୀସ୍ ନାମକ ଗିରିପଥ ମଧ୍ୟଦେଇ ଆସିବେ। ତୁମ୍ଭେମାନେ ସେମାନଙ୍କୁ ଯିରୂୟେଲ୍ ପ୍ରାନ୍ତର ନିକଟସ୍ଥ ଗିରିପଥ ନିକଟରେ, ଶେଷମୁଣ୍ଡରେ ପାଇବ। Viz kapitola |