Online Bible

- Reklamy -

2 ବଂଶାବଳୀ 20:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

23 ଅମ୍ମୋନୀୟ ଓ ମୋୟାବୀୟମାନେ ସେୟୀର ପାର୍ବତ୍ୟାଞ୍ଚଳର ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ଆରମ୍ଭ କରିଦେଲେ। ଅମ୍ମୋନୀୟ ଓ ମୋୟାବୀୟମାନେ ସେୟୀର ପାର୍ବତ୍ୟାଞ୍ଚଳର ଲୋକଙ୍କୁ ହତ୍ୟା ଓ ବିନାଶ କଲେ। ସେମାନେ ସେୟୀରର ଲୋକମାନଙ୍କୁ ହତ୍ୟା କରିବା ପରେ, ପରସ୍ପରକୁ ହତ୍ୟା କଲେ।

Viz kapitola kopírovat

2 ବଂଶାବଳୀ 20:23

Následuj nás:

Reklamy

Reklamy