2 ବଂଶାବଳୀ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରନି ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା। Viz kapitolaଓଡିଆ ବାଇବେଲ25 ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା। Viz kapitolaପବିତ୍ର ବାଇବଲ25 ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ପଦାର୍ଥସବୁ ଲୁଟି ନେବାକୁ ଆସିଲେ। ସେମାନେ ଅନେକ ବହୁମୂଲ୍ୟ ଦ୍ରବ୍ୟ ପାଇଲେ। ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ସେହି ଦ୍ରବ୍ୟଗୁଡ଼ିକୁ ନିଜ ନିମନ୍ତେ ନେଲେ। ସେହି ଦ୍ରବ୍ୟଗୁଡ଼ିକ ଯିହୋଶାଫଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ୟଠାରୁ ଯଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସେହି ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ କାଢ଼ିବା ନିମନ୍ତେ ସେମାନଙ୍କୁ ତିନି ଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା। Viz kapitola |