2 ବଂଶାବଳୀ 20:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ। Viz kapitolaଓଡିଆ ବାଇବେଲ27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ। Viz kapitolaପବିତ୍ର ବାଇବଲ27 ତା'ପରେ ଯିହୋଶାଫଟ୍ ଯିହୁଦା ଓ ଯିରୁଶାଲମର ସମସ୍ତ ଲୋକଙ୍କୁ ଫେରାଇ ଯିରୁଶାଲମ ନେଇଗଲେ। ପରମେଶ୍ୱର ସେମାନଙ୍କର ଶତ୍ରୁମାନଙ୍କୁ ଯାହା କରିଥିଲେ, ସେଥିରେ ସେମାନେ ବହୁତ ଖୁସୀ ହେଲେ। Viz kapitola |