2 ବଂଶାବଳୀ 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ଵେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। Viz kapitolaଓଡିଆ ବାଇବେଲ4 ଆଉ, ଯିହୁଦାର ଲୋକମାନେ ସଦାପ୍ରଭୁଙ୍କର ସାହାଯ୍ୟ ମାଗିବା ପାଇଁ ଆପଣାମାନଙ୍କୁ ଏକତ୍ର କଲେ; ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ ଯିହୁଦାର ସମୁଦାୟ ନଗରରୁ ଲୋକମାନେ ଆସିଲେ। Viz kapitolaପବିତ୍ର ବାଇବଲ4 ଯିହୁଦାର ଲୋକମାନେ ସଦାପ୍ରଭୁଙ୍କୁ ସାହାଯ୍ୟ ମାଗିବା ନିମନ୍ତେ ଏକତ୍ର ହେଲେ। ସେମାନେ ସଦାପ୍ରଭୁଙ୍କଠାରୁ ସାହାଯ୍ୟ ଲୋଡ଼ିବାକୁ ଯିହୁଦାର ସବୁ ସହରରୁ ବାହାରି ଆସିଲେ। Viz kapitola |