2 ବଂଶାବଳୀ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତକାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ? Viz kapitolaପବିତ୍ର ବାଇବଲ (Re-edited) - (BSI)7 ହେ ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ କʼଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନ; କାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ? Viz kapitolaଓଡିଆ ବାଇବେଲ7 ହେ ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ କ’ଣ ଆପଣା ଲୋକ ଇସ୍ରାଏଲ ସମ୍ମୁଖରେ ଏହି ଦେଶ ନିବାସୀମାନଙ୍କୁ ତଡ଼ିଦେଇ ଅନନ୍ତ କାଳ ନିମନ୍ତେ ଆପଣା ମିତ୍ର ଅବ୍ରହାମ-ବଂଶକୁ ତାହା ଦେଇ ନାହଁ ? Viz kapitolaପବିତ୍ର ବାଇବଲ7 ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ। ତୁମ୍ଭେ ଏହି ଦେଶର ଲୋକମାନଙ୍କୁ ବଳପୂର୍ବକ ତଡ଼ି ଦେଲ। ତୁମ୍ଭେ ଏହି କର୍ମ ତୁମ୍ଭର ଲୋକ ଇସ୍ରାଏଲର ସମ୍ମୁଖରେ କଲ। ତୁମ୍ଭେ ଅନନ୍ତକାଳ ନିମନ୍ତେ ଅବ୍ରହାମଙ୍କ ବଂଶଧରମାନଙ୍କୁ ଏହି ଦେଶ ଦେଇଅଛ। ଅବ୍ରହାମ ତୁମ୍ଭର ବନ୍ଧୁ ଥିଲେ। Viz kapitola |