Online Bible

- Reklamy -




2 ବଂଶାବଳୀ 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ‘ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ଼୍‍ଗ, ଦଣ୍ତ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।

Viz kapitola kopírovat

ଓଡିଆ ବାଇବେଲ

9 ଯେବେ ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ, ଖଡ୍ଗ, ଦଣ୍ଡ, କି ମହାମାରୀ, କି ଦୁର୍ଭିକ୍ଷ ଉପସ୍ଥିତ ହେବ, ତେବେ ଆମ୍ଭେମାନେ ଏହି ଗୃହ ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ, କାରଣ ତୁମ୍ଭ ନାମ ଏହି ଗୃହରେ ଅଛି, ଆଉ ଆମ୍ଭେମାନେ ଆପଣା ସଙ୍କଟ କାଳରେ ତୁମ୍ଭ ନିକଟରେ ପ୍ରାର୍ଥନା କରିବୁ, ତହିଁରେ ତୁମ୍ଭେ ଶୁଣି ଉଦ୍ଧାର କରିବ।

Viz kapitola kopírovat

ପବିତ୍ର ବାଇବଲ

9 ‘ଯଦି ଆମ୍ଭମାନଙ୍କ ପ୍ରତି କୌଣସି ବିପଦ ଯେପରି ‌‌ଖ‌ଡ଼୍‌ଗ, ଦଣ୍ଡ, ରୋଗ ବା ମରୁଡ଼ି ଘଟେ, ତେବେ ଆମ୍ଭେମାନେ ଏହି ମନ୍ଦିର ସମ୍ମୁଖରେ ଓ ତୁମ୍ଭ ସମ୍ମୁଖରେ ଠିଆ ହେବୁ। ଏହି ମନ୍ଦିର ତୁମ୍ଭର ନାମ ବହନ କରେ, ଯେତେବେଳେ ଆମ୍ଭେମାନେ ବିପଦରେ ପଡ଼ୁ, ସେତେବେଳେ ତୁମ୍ଭ ନିକଟରେ ଡାକ ପକାଇବୁ। ତା'ପରେ ତୁମ୍ଭେ ଆମ୍ଭମାନଙ୍କ ଡାକ ଶୁଣିବ ଓ ଆମ୍ଭମାନଙ୍କୁ ଉଦ୍ଧାର କରିବ।’

Viz kapitola kopírovat




2 ବଂଶାବଳୀ 20:9

Následuj nás:

Reklamy


Reklamy