Online Bible

- Reklamy -




2 ବଂଶାବଳୀ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୋଶାଫଟ୍ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

1 ଏହା ପରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗରରେ କବର ପାଇଲେ। ଯିହୋଶାଫ‌ଟଙ୍କ ସ୍ଥାନରେ ଯିହୋରାମ୍ ନୂତନ ରାଜା ହେଲେ।

Viz kapitola kopírovat




2 ବଂଶାବଳୀ 21:1

Následuj nás:

Reklamy


Reklamy