Online Bible

- Reklamy -




2 ବଂଶାବଳୀ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

Viz kapitola kopírovat

ଓଡିଆ ବାଇବେଲ

6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

Viz kapitola kopírovat

ପବିତ୍ର ବାଇବଲ

6 ସେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସେହିପରି ଜୀବନ କାଟିଲେ। କାରଣ ଯିହୋରାମ୍ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ। ଆଉ ଯିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କଲେ।

Viz kapitola kopírovat




2 ବଂଶାବଳୀ 21:6

Následuj nás:

Reklamy


Reklamy