2 ବଂଶାବଳୀ 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ। Viz kapitolaଓଡିଆ ବାଇବେଲ7 ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ। Viz kapitolaପବିତ୍ର ବାଇବଲ7 କିନ୍ତୁ ସଦାପ୍ରଭୁ ଦାଉଦଙ୍କ ସହିତ କରିଥିବା ଚୁକ୍ତି ହେତୁ ଦାଉଦଙ୍କ ଗୃହକୁ ଧ୍ୱଂସ କଲେ ନାହିଁ। ସଦାପ୍ରଭୁ ପ୍ରତିଜ୍ଞା କରିଥିଲେ ଯେ, ସେ ଦାଉଦ ଓ ତାଙ୍କର ସନ୍ତାନମାନଙ୍କ ନିମନ୍ତେ ଚିରକାଳ ଏକ ପ୍ରଦୀପ ଜ୍ୱଳାଇ ରଖିବେ। Viz kapitola |