Online Bible

- Reklamy -




2 ବଂଶାବଳୀ 22:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ଵରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ।

Viz kapitola kopírovat

ଓଡିଆ ବାଇବେଲ

7 ଅହସୀୟ ଯୋରାମ୍‍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍‍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍‍ଙ୍କ ସଙ୍ଗେ ଗଲେ।

Viz kapitola kopírovat

ପବିତ୍ର ବାଇବଲ

7 ଅହସିୟ ଯୋରା‌ମଙ୍କୁ ସାକ୍ଷାତ କରିବାକୁ ଯାଇଥିଲେ। ସେହି ସମୟରେ ହିଁ ପରମେଶ୍ୱର ତାଙ୍କ ପ୍ରତି ମୃତ୍ୟୁ ଘଟାଇଲେ। ଅହସିୟ ଯାଇ ପହଞ୍ଚିଲେ ଓ ଯୋରା‌ମଙ୍କ ସହିତ ଯେହୂଙ୍କୁ ଭେଟିବା ନିମନ୍ତେ ଗଲେ। ଯେହୂଙ୍କ ପିତାଙ୍କର ନାମ ଥିଲା ନି‌ମ୍‌ଶିର। ଆହାବଙ୍କ ପରିବାରକୁ ବିନାଶ କରିବା ନିମନ୍ତେ ସଦାପ୍ରଭୁ ଯେହୂଙ୍କୁ ମନୋନୀତ କରିଥିଲେ।

Viz kapitola kopírovat




2 ବଂଶାବଳୀ 22:7

Následuj nás:

Reklamy


Reklamy