Online Bible

- Reklamy -




2 ବଂଶାବଳୀ 22:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, “ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ।” ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ଵେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ କତିକି ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ଵେଷଣ କଲେ, ଏ ତାଙ୍କର ସନ୍ତାନ। ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

9 ଏସମୟରେ ଅହସୀୟ ଶମରୀୟାରେ ଲୁଚିଥିଲେ, ତହିଁରେ ଯେହୂ ତାଙ୍କର ଅନ୍ୱେଷଣ କରନ୍ତେ, ଲୋକମାନେ ତାଙ୍କୁ ଧରି ଯେହୂଙ୍କ ନିକଟକୁ ଆଣି ତାଙ୍କୁ ବଧ କଲେ; ପୁଣି ଲୋକମାନେ ତାଙ୍କୁ କବର ଦେଲେ, କାରଣ ସେମାନେ କହିଲେ, ଯେଉଁ ଯିହୋଶାଫଟ୍‍ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ଏ ତାଙ୍କର ସନ୍ତାନ। ଏଉତ୍ତାରେ ଅହସୀୟଙ୍କ ବଂଶ ରାଜ୍ୟ ରଖିବାକୁ ସମର୍ଥ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

9 ତା'ପରେ ଯେହୂ ଅହସିୟଙ୍କର ଅନ୍ୱେଷଣ କଲେ। ସେ ଶମରିୟା ସହରରେ ଲୁଚିବାକୁ ଚେଷ୍ଟା କରୁଥିବା ସମୟରେ ଯେହୂଙ୍କର ଲୋକମାନେ ତାଙ୍କୁ କାବୁ କଲେ। ସେମାନେ ଅହସିୟଙ୍କୁ ଯେହୂଙ୍କ ନିକଟକୁ ଆଣିଲେ। ସେମାନେ ଅହସିୟଙ୍କୁ ହତ୍ୟା କଲେ ଓ ତାଙ୍କୁ କବର ଦେଲେ। ସେମାନେ କହିଲେ, “ଅହସିୟ ଯିହୋଶାଫ‌ଟଙ୍କ ବଂଶଧର ଥିଲେ। ଯିହୋଶାଫଟ୍ ଆପଣାର ସମସ୍ତ ହୃଦୟ ସହିତ ସଦାପ୍ରଭୁଙ୍କର ଅନୁସରଣ କରୁଥିଲେ।” ଯିହୁଦା ରାଜ୍ୟକୁ ଏକତ୍ର ରଖିବା ନିମନ୍ତେ ଅହସିୟଙ୍କ ବଂଶର ଆଉ କୌଣସି କ୍ଷମତା ରହିଲା ନାହିଁ।

Viz kapitola kopírovat




2 ବଂଶାବଳୀ 22:9

Následuj nás:

Reklamy


Reklamy