Online Bible

- Reklamy -




2 ବଂଶାବଳୀ 23:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନର ପୁତ୍ର ଇଶ୍ମାୟେଲ, ଓବେଦର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା ।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।

Viz kapitola kopírovat

ପବିତ୍ର ବାଇବଲ

1 ଛଅ ବର୍ଷ ପରେ, ଯିହୋୟାଦା ତାଙ୍କ ଶକ୍ତିର ପ୍ରଦର୍ଶନ କଲେ। ସେ ପ୍ରତ୍ୟେକଙ୍କର 100 ଜଣ ସୈନ୍ୟ ଥିବା କପ୍ତାନଙ୍କର ସହିତ ଏକ ଚୁକ୍ତି କଲେ। ସେହି କପ୍ତାନମାନେ ଥିଲେ: ଯିରୋହା‌ମ୍‌ଙ୍କ ପୁତ୍ର ଅସରିୟ, ଯିହୋହାନନଙ୍କ ପୁତ୍ର ଇ‌ଶ୍‌ମାୟେଲ, ଓବେଦଙ୍କ ପୁତ୍ର ଅସରିୟ, ଅଦାୟାଙ୍କ ପୁତ୍ର ମାସେୟ ଓ ସିଖ୍ରିଙ୍କ ପୁତ୍ର ଇଲୀଶାଫଟ୍।

Viz kapitola kopírovat




2 ବଂଶାବଳୀ 23:1

Následuj nás:

Reklamy


Reklamy