Online Bible

- Reklamy -




2 ବଂଶାବଳୀ 23:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏଥି ଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ଵାର ଦେଇ ରାଜଗୃହକୁ ଆସି ରାଜ-ସିଂହାସନରେ ରାଜାଙ୍କୁ ବସାଇଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।

Viz kapitola kopírovat

ପବିତ୍ର ବାଇବଲ

20 ଯିହୋୟାଦା ନିଜ ସହିତ ସେନାଧ୍ୟକ୍ଷ, ନେତା, ଲୋକମାନଙ୍କର ଶାସକ ଓ ଦେଶର ସମସ୍ତ ଲୋକଙ୍କୁ ନେଲେ। ଏହା ପରେ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରୁ ରାଜାଙ୍କୁ ବାହାର କରି ଆଣିଲେ ଓ ଉପର ଦ୍ୱାର ଦେଇ ସେମାନେ ରାଜାଙ୍କ ଗୃହ ମଧ୍ୟରେ ପ୍ରବେଶ କଲେ। ସେହି ସ୍ଥାନରେ ସେମାନେ ରାଜାଙ୍କୁ ସିଂହାସନରେ ବସାଇଲେ।

Viz kapitola kopírovat




2 ବଂଶାବଳୀ 23:20

Následuj nás:

Reklamy


Reklamy