Online Bible

- Reklamy -




2 ବଂଶାବଳୀ 23:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ଵରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।

Viz kapitola kopírovat

ଓଡିଆ ବାଇବେଲ

3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।

Viz kapitola kopírovat

ପବିତ୍ର ବାଇବଲ

3 ଏକତ୍ରିତ ହୋଇଥିବା ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରରେ ରାଜାଙ୍କ ସହିତ ଏକ ନିୟମ କଲେ। ଯିହୋୟାଦା ସେହି ଲୋକମାନଙ୍କୁ କହିଲେ, “ରାଜାଙ୍କ ପୁତ୍ର ରାଜ୍ୟ କରିବେ। ଦାଉଦଙ୍କ ବଂଶଧରମାନଙ୍କ ବିଷୟରେ ସଦାପ୍ରଭୁ ଏହି ପ୍ରତିଜ୍ଞା କରିଥିଲେ।

Viz kapitola kopírovat




2 ବଂଶାବଳୀ 23:3

Následuj nás:

Reklamy


Reklamy