2 ବଂଶାବଳୀ 23:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା। Viz kapitolaଓଡିଆ ବାଇବେଲ8 ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା। Viz kapitolaପବିତ୍ର ବାଇବଲ8 ଯିହୋୟାଦା ଯାଜକ ଯେଉଁସବୁ ଆଜ୍ଞା ଦେଲେ, ତାହାକୁ ଲେବୀୟମାନେ ଓ ଯିହୁଦାର ସମସ୍ତ ଲୋକ ପାଳନ କଲେ। ଯାଜକ ଯିହୋୟାଦା, ଯାଜକ ଦଳର କୌଣସି ବ୍ୟକ୍ତିକୁ କ୍ଷମା ଦେଲେ ନାହିଁ। ତେଣୁ ପ୍ରତ୍ୟେକ କପ୍ତାନ ଓ ତାଙ୍କର ସବୁ ଲୋକ ସେମାନଙ୍କୁ ଯାହା କୁହାଗଲା ତାହା କଲେ, ସେମାନେ ସେହି ସପ୍ତାହରେ କାର୍ଯ୍ୟରେ ଉପସ୍ଥିତ ରୁହନ୍ତୁ କି ଛୁଟି ନିଅନ୍ତୁ। Viz kapitola |